Deuteronomy 6:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତ ରେ ମିଶର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଲେଶଦାୟକ ଚିହ୍ନ ଓ ଆଶ୍ଚର୍ୟ୍ଯକ୍ରିଯା ଦଖାଇେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିସର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିଶର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିସର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସଦାପ୍ରଭୁ ଆମ୍ଭମାନଙ୍କ ସାକ୍ଷାତରେ ମିସର ପ୍ରତି, ଫାରୋଙ୍କ ପ୍ରତି ଓ ତାଙ୍କର ସମସ୍ତ ପରିବାର ପ୍ରତି, ମହତ୍ ଓ କ୍ଳେଶଦାୟକ ଚିହ୍ନ ଓ ଆଶ୍ଚର୍ଯ୍ୟକ୍ରିୟା ଦେଖାଇଲେ।