Deuteronomy 6:23 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷଯ ରେ ଶପଥ କରିଥିଲେ। ସେ ଦେଶ ରେ ପରମେଶ୍ବର ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦବୋ ନିମନ୍ତେ ମିଶରରକ୍ସ୍ଟ ବାହାର କରି ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହୁଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ। ସେ ଦେଶରେ ପରମେଶ୍ୱର ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିଶରରୁ ବାହାର କରି ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଦେଶ ବିଷୟରେ ଶପଥ କରିଥିଲେ, ସେ ଦେଶରେ ସେ ଆମ୍ଭମାନଙ୍କୁ ପହଞ୍ଚାଇ ତାହା ଦେବା ନିମନ୍ତେ ମିସରରୁ ବାହାର କରି ଆଣିଲେ।