Deuteronomy 6:24 — Compare Translations

5 translations compared side by side

Odia - 1840
"ଏବଂ ସଦାପ୍ରଭୁ ଆଜିଦିନ ପରି ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରିପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ଯ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶଓରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରି ପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସଦାପ୍ରଭୁ ଆଜିଦିନ ପରି ଯେପରି ଆମ୍ଭମାନଙ୍କୁ ସଜୀବ ରକ୍ଷା କରି ପାରିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ଆଜି ଦିନ ତୁଲ୍ୟ ଯେପରି ଆମ୍ଭମାନଙ୍କୁ ଜୀବିତ ରଖିବେ, ଏଥିପାଇଁ ଆମ୍ଭମାନଙ୍କ ନିତ୍ୟ ମଙ୍ଗଳ ନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭୟ କରିବା ପାଇଁ ସେ ଆମ୍ଭମାନଙ୍କ ପାଳନାର୍ଥେ ଏହି ସକଳ ବିଧି ଆମ୍ଭମାନଙ୍କୁ ଆଜ୍ଞା କଲେ।
Odia IRV 2017 (ଓଡିଆ ବାଇବେଲ)