Deuteronomy 6:25 — Compare Translations

5 translations compared side by side

Odia - 1840
"ଆଉ ଯବେେ ଆମ୍ଭମାନେେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ସମ୍ମକ୍ସ୍ଟଖ ରେ ତାହାଙ୍କ ଆଜ୍ଞା ଅନକ୍ସ୍ଟସା ରେ ଏହି ସମସ୍ତ ବ୍ଯବସ୍ଥା ପାଳନ କରିବାକୁ ମନୋୟୋଗ କରିବା, ତବେେ ତାହା ଆମ୍ଭମାନଙ୍କ ପ୍ରତି ଧାର୍ମୀକତା ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ପ୍ରତି ଧାର୍ମିକତା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞା ଅନୁସାରେ ଏହି ସମସ୍ତ ବ୍ୟବସ୍ଥା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ପ୍ରତି ଧାର୍ମିକତା ହେବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯେବେ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ତାହାଙ୍କ ଆଜ୍ଞାନୁସାରେ ଏହି ସମସ୍ତ ଆଜ୍ଞା ପାଳନ କରିବାକୁ ମନୋଯୋଗ କରିବା, ତେବେ ତାହା ଆମ୍ଭମାନଙ୍କ ନିମନ୍ତେ ଧାର୍ମିକତା ହେବ।