Deuteronomy 6:3 — Compare Translations

5 translations compared side by side

Odia - 1840
"ତେଣୁ ହେ ଇଶ୍ରାୟେଲ, ଶକ୍ସ୍ଟଣ ଓ ତାହା ପାଳନ କରିବାକୁ ମନୋୟୋଗ କର, ତହିଁରେ ସଦାପ୍ରଭୁ ତକ୍ସ୍ଟମ୍ଭ ପୂର୍ବପୁରୁଷ ପରମେଶ୍ବର ତୁମ୍ଭକୁ ଯେଉଁପରି ପ୍ରତିଜ୍ଞା କରିଛନ୍ତି; ସହେିପରି ଦକ୍ସ୍ଟଗ୍ଧମଧକ୍ସ୍ଟ ପ୍ରବାହୀ ଦେଶ ରେ ତୁମ୍ଭର ମଙ୍ଗଳ ହବେ ଓ ତୁମ୍ଭମାନେେ ଅଧିକ ବିର୍ଦ୍ଦିଷ୍ତୁ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ଵର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧମଧୁପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର, ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେଉଁପରି ପ୍ରତିଜ୍ଞା କରିଛନ୍ତି; ସେହିପରି ଦୁ‌‌ଗ୍‌‌ଧମଧୁପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅଧିକ ବର୍ଦ୍ଧିଷ୍ଣୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ।
Odia IRV 2017 (ଓଡିଆ ବାଇବେଲ)