Deuteronomy 6:4 — Compare Translations

5 translations compared side by side

Odia - 1840
" ହେ, ଇଶ୍ରାୟେଲ ଶକ୍ସ୍ଟଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବର ଏକମାତ୍ର ସଦାପ୍ରଭୁ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ଶୁଣ; ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଏକମାତ୍ର ସଦାପ୍ରଭୁ ଅଟନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଇସ୍ରାଏଲ ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।