Deuteronomy 6:5 — Compare Translations

5 translations compared side by side

Odia - 1840
"ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶଓରଙ୍କୁ ପ୍ ରମେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ପ୍ରେମ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ।