Deuteronomy 6:7 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭେ ଆପଣା ସନ୍ତାନଗଣକକ୍ସ୍ଟ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦବେ। ତୁମ୍ଭେ ଆପଣା ଗୃହ ରେ ବସିବା ବେଳେ, ପଥରେ ଚାଲିବା ବେଳେ, ତୁମ୍ଭେ ଶଯନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସମାନଙ୍କେର ସଙ୍ଗେ ସେ ବିଷଯ ରେ କଥାବାର୍ତ୍ତା କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯନିପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେବିଷୟରେ କଥାବାର୍ତ୍ତା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ଏହିସବୁ ଶିକ୍ଷା ଦେବ। ତୁମ୍ଭେ ଆପଣା ଗୃହରେ ବସିବା ବେଳେ, ପଥରେ ଗ୍ଭଲିବା ବେଳେ, ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କର ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଆପଣା ସନ୍ତାନଗଣକୁ ଯତ୍ନପୂର୍ବକ ତାହା ଶିଖାଇବ ଓ ତୁମ୍ଭେ ଆପଣା ଗୃହରେ ବସିବା ବେଳେ ଓ ତୁମ୍ଭେ ପଥରେ ଚାଲିବା ବେଳେ ଓ ତୁମ୍ଭେ ଶୟନ କରିବା ବେଳେ ଓ ତୁମ୍ଭେ ଉଠିବା ବେଳେ, ସେମାନଙ୍କ ସଙ୍ଗେ ସେ ବିଷୟରେ କଥାବାର୍ତ୍ତା କରିବ।