Deuteronomy 6:8 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭେ ସଗେୁଡିକୁ ଚିହ୍ନ ରୂପେ ନିଜ ହସ୍ତ ରେ ଓ ତକ୍ସ୍ଟମ୍ଭ କପାଳ ରେ ବାନ୍ଧିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଚିହ୍ନ ସ୍ଵରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ଵୟ ମଧ୍ୟରେ ଭୂଷଣ ସ୍ଵରୂପ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେ ସେଗୁଡ଼ିକୁ ଚିହ୍ନ ରୂପେ ନିଜ ହସ୍ତରେ ଓ ତୁମ୍ଭ କପାଳରେ ବାନ୍ଧିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଚିହ୍ନସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଚିହ୍ନ ସ୍ୱରୂପ ଆପଣା ହସ୍ତରେ ତାହା ବାନ୍ଧିବ ଓ ତାହା ତୁମ୍ଭ ଚକ୍ଷୁଦ୍ୱୟ ମଧ୍ୟରେ ଭୂଷଣ ସ୍ୱରୂପ ହେବ।