Deuteronomy 7:1 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସହେି ଦେଶ ରେ ଯେତବେେଳେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ପ୍ରବେଶ କରାଇବେ ଓ ତକ୍ସ୍ଟମ୍ଭ ସାକ୍ଷାତରକ୍ସ୍ଟ ନାନା ଗୋଷ୍ଠୀଯ ଲୋକମାନଙ୍କୁ ହିତ୍ତୀଯ ଓ ଗିର୍ଗାଶୀଯ ଓ ଇ ମାରେୀଯ ଓ କିଣାନୀଯ ଓ ପରିଷୀଯ ଓ ହିଦ୍ଦୀଯ ଓ ୟିବକ୍ସ୍ଟଷୀଯ ତକ୍ସ୍ଟମ୍ଭଠାରକ୍ସ୍ଟ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କକ୍ସ୍ଟ ଦୂର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପରମେଶ୍ୱରଙ୍କର ବିଶେଷ ଲୋକ “ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ ହିତ୍ତୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ୍ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;