Deuteronomy 7:11 — Compare Translations
5 translations compared side by side
Odia - 1840
"ଏଥିପାଇଁ ମୁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଓ ବିଧି ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ଯ କରି ପାଳନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏ ନିମନ୍ତେ ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଓ ବିଧି ଓ ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏଥିପାଇଁ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା ଓ ବିଧି ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କରିବ।
Odia IRV 2017 (ଓଡିଆ ବାଇବେଲ)
ଏ ନିମନ୍ତେ ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା ଦେଉଅଛି, ତାହା ମାନ୍ୟ କରି ପାଳନ କରିବ।