Deuteronomy 7:12 — Compare Translations

5 translations compared side by side

Odia - 1840
"ଯଦି ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯସକଳ ଶାସନ ଶକ୍ସ୍ଟଣି, ମାନି ଓ ପାଳନ କର, ତବେେ ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିଯମ ଓ ଦୟା ବିଷଯ ରେ ଶପଥ କରିଅଛନ୍ତି, ସେ ତାହା ରକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଏହି ସକଳ ଶାସନ ଶୁଣି ଓ ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟସକଳ ଶାସନ ଶୁଣି, ମାନ ଓ ପାଳନ କର, ତେବେ ସଦାପ୍ରଭୁ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ରକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଏହି ସକଳ ଶାସନ ଶୁଣି, ମାନି ଓ ପାଳନ କରିବାରୁ ଏପରି ହେବ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିୟମ ଓ ଦୟା ବିଷୟରେ ଶପଥ କରିଅଛନ୍ତି, ସେ ତାହା ତୁମ୍ଭ ପକ୍ଷରେ ରକ୍ଷା କରିବେ।