Deuteronomy 7:13 — Compare Translations

5 translations compared side by side

Odia - 1840
"ସେ ତୁମ୍ଭକୁ ସ୍ନହେ କରିବେ, ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ତୁ କରିବେ। ସେ ତୁମ୍ଭକୁ ଯେଉଁ ଦେଶ ଦବୋପାଇଁ ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସହେି ଦେଶ ରେ ସେ ତକ୍ସ୍ଟମ୍ଭ ଗର୍ଭଫଳ ଓ ତକ୍ସ୍ଟମ୍ଭ ଭୂମିଫଳ ଓ ତୁମ୍ଭମାନଙ୍କର ଶସ୍ଯ ଓ ତକ୍ସ୍ଟମ୍ଭ ଦ୍ରାକ୍ଷାରସ ଓ ତକ୍ସ୍ଟମ୍ଭ ତୈଳ ଓ ତକ୍ସ୍ଟମ୍ଭ ଗୋରୁମାନଙ୍କ ବତ୍ସମାନଙ୍କ ସମସ୍ତଙ୍କ ଆଶୀର୍ବାଦ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ତୁମ୍ଭକୁ ସ୍ନେହ କରିବେ ଓ ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ ଓ ତୁମ୍ଭ ଭୂମିଫଳ ଓ ତୁମ୍ଭ ଶସ୍ୟ ଓ ତୁମ୍ଭ ଦ୍ରାକ୍ଷାରସ ଓ ତୁମ୍ଭ ତୈଳ ଓ ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭକୁ ସ୍ନେହ କରିବେ, ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ। ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ ଓ ତୁମ୍ଭ ଭୂମିଫଳ ଓ ତୁମ୍ଭମାନଙ୍କର ଶସ୍ୟ ଓ ତୁମ୍ଭ ଦ୍ରାକ୍ଷାରସ ଓ ତୁମ୍ଭ ତୈଳ ଓ ତୁମ୍ଭ ଗୋରୁମାନଙ୍କ ବତ୍ସମାନଙ୍କ ସମସ୍ତଙ୍କୁ ଆଶୀର୍ବାଦ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସେ ତୁମ୍ଭକୁ ସ୍ନେହ କରିବେ, ତୁମ୍ଭକୁ ଆଶୀର୍ବାଦ କରିବେ ଓ ତୁମ୍ଭକୁ ବର୍ଦ୍ଧିଷ୍ଣୁ କରିବେ; ମଧ୍ୟ ସେ ତୁମ୍ଭକୁ ଯେଉଁ ଦେଶ ଦେବା ପାଇଁ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ସେ ତୁମ୍ଭ ଗର୍ଭଫଳ, ତୁମ୍ଭ ଭୂମିଫଳ, ତୁମ୍ଭ ଶସ୍ୟ, ତୁମ୍ଭ ଦ୍ରାକ୍ଷାରସ, ତୁମ୍ଭ ତୈଳ, ତୁମ୍ଭ ଗୋରୁମାନଙ୍କ ବତ୍ସ ଓ ତୁମ୍ଭ ପଲର ଶାବକ, ଏହି ସମସ୍ତଙ୍କୁ ଆଶୀର୍ବାଦ କରିବେ।
Odia IRV 2017 (ଓଡିଆ ବାଇବେଲ)