Deuteronomy 7:14 — Compare Translations

5 translations compared side by side

Odia - 1840
"ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ, ତୁମ୍ଭମାନଙ୍କ ମଧିଅରେ ପୁରୁଷ କି ସ୍ତ୍ରୀ କିମ୍ବା ତୁମ୍ଭମାନଙ୍କ ପଶକ୍ସ୍ଟଗଣଙ୍କ ମଧିଅରେ ସହେି ନିଃସନ୍ତାନ ହବେନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ, ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିମ୍ବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସମସ୍ତ ଲୋକଙ୍କ ଅପେକ୍ଷା ଅଧିକ ଆଶୀର୍ବାଦ ପାଇବ; ତୁମ୍ଭମାନଙ୍କ ମଧ୍ୟରେ ପୁରୁଷ କି ସ୍ତ୍ରୀ କିଅବା ତୁମ୍ଭମାନଙ୍କ ପଶୁଗଣ ମଧ୍ୟରେ କେହି ନିଃସନ୍ତାନ ହେବେ ନାହିଁ।