Deuteronomy 7:15 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ସଦାପ୍ରଭୁ ତକ୍ସ୍ଟମ୍ଭଠାରକ୍ସ୍ଟ ସମସ୍ତ ରୋଗ ଦୂର କରିବେ। ଆଉ ତୁମ୍ଭେ ମିସ୍ରୀଯ ଯେଉଁସବୁ ମନ୍ଦ ବ୍ଯାଧି ଜ୍ଞାତ ଅଟ, ତାହା ସେ ତକ୍ସ୍ଟମ୍ଭ ଉପରେ କରିବେ ନାହିଁ। ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସମାନଙ୍କେ ଉପରେ ତାହା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ମିସ୍ରୀୟ ଯେସବୁ ମନ୍ଦ-ବ୍ୟାଧି ଜ୍ଞାତ ଅଟ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ। ଆଉ ତୁମ୍ଭେ ମିସ୍ରୀୟ ଯେଉଁସବୁ ମନ୍ଦ ବ୍ୟାଧି ଜ୍ଞାତ ଅଟ, ତାହା ସେ ତୁମ୍ଭ ଉପରେ କରିବେ ନାହିଁ। ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେମାନଙ୍କ ଉପରେ ତାହା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁସବୁ ମିସରୀୟ ମନ୍ଦ ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି ସଦାପ୍ରଭୁ ତୁମ୍ଭଠାରୁ ସମସ୍ତ ରୋଗ ଦୂର କରିବେ; ଆଉ ତୁମ୍ଭେ ଯେଉଁ ସବୁ ମିସ୍ରୀୟ ମନ୍ଦ-ବ୍ୟାଧି ଜାଣିଅଛ, ତାହା ସେ ତୁମ୍ଭ ଉପରେ ବର୍ତ୍ତାଇବେ ନାହିଁ, ମାତ୍ର ଯେଉଁମାନେ ତୁମ୍ଭକୁ ଘୃଣା କରନ୍ତି, ସେହି ସମସ୍ତଙ୍କ ଉପରେ ତାହା ବର୍ତ୍ତାଇବେ।