Deuteronomy 7:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ହସ୍ତ ରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସମାନଙ୍କେୁ ଗ୍ରାସ କରିବ। ତୁମ୍ଭର ଚକ୍ଷକ୍ସ୍ଟ ସମାନଙ୍କେୁ ଦୟା କରିବ ନାହିଁ। କିଅବା ତୁମ୍ଭେ ସମାନଙ୍କେ ଦବଗେଣକକ୍ସ୍ଟ ସବୋ କରିବ ନାହିଁ। କାରଣ ତାହା ତୁମ୍ଭମାନଙ୍କ ପାଇଁ ଫାନ୍ଦ ସ୍ବରୂପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ଵରୂପ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ। ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ। କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ। କାରଣ ତାହା ତୁମ୍ଭମାନଙ୍କ ପାଇଁ ଫାନ୍ଦ ସ୍ୱରୂପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ହସ୍ତରେ ଯେଉଁ ଲୋକମାନଙ୍କୁ ସମର୍ପଣ କରିବେ, ତୁମ୍ଭେ ସେମାନଙ୍କୁ ଗ୍ରାସ କରିବ; ତୁମ୍ଭର ଚକ୍ଷୁ ସେମାନଙ୍କୁ ଦୟା କରିବ ନାହିଁ; କିଅବା ତୁମ୍ଭେ ସେମାନଙ୍କ ଦେବଗଣକୁ ସେବା କରିବ ନାହିଁ, କାରଣ ତାହା ତୁମ୍ଭର ଫାନ୍ଦ ସ୍ୱରୂପ ହେବ।
Odia IRV 2017 (ଓଡିଆ ବାଇବେଲ)