Deuteronomy 7:17 — Compare Translations
5 translations compared side by side
Odia - 1840
"ଯଦି ତୁମ୍ଭମାନେେ ' ସହେି ଦେଶକକ୍ସ୍ଟ ତୁମ୍ଭମାନଙ୍କ ଠାରକ୍ସ୍ଟ ବଳଶାଳି ବୋଲି ବିବଚେନା କର, ତବେେ ତୁମ୍ଭମାନେେ ନିଜେ ଚିନ୍ତା କରିପାର ଆମ୍ଭେ କିପରି ସମାନଙ୍କେୁ ତଡି ଦବୋ? ତଥାପି ତୁମ୍ଭେ ସମାନଙ୍କେୁ ଭୟ କରିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୁମ୍ଭେ ଆପଣା ମନେ ମନେ କହିବ, ଏହି ଗୋଷ୍ଠୀୟ ଲୋକମାନେ ଆମ୍ଭଠାରୁ ଅଧିକ; ଆମ୍ଭେ କିପରି ସେମାନଙ୍କୁ ଅଧିକାରଚ୍ୟୁତ କରି ପାରିବା? ତଥାପି ତୁମ୍ଭେ ସେମାନଙ୍କଠାରୁ ଭୀତ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କ ଲୋକମାନଙ୍କୁ ସାହାଯ୍ୟ କରିବାକୁ ପ୍ରତିଜ୍ଞା କଲେ “ଯଦି ତୁମ୍ଭେମାନେ ‘ସେହି ଦେଶକୁ ତୁମ୍ଭମାନଙ୍କଠାରୁ ବଳଶାଳି ବୋଲି ବିବେଚନା କର, ତେବେ ତୁମ୍ଭେମାନେ ନିଜେ ଚିନ୍ତା କରିପାର ଆମ୍ଭେ କିପରି ସେମାନଙ୍କୁ ତଡ଼ି ଦେବା? ତଥାପି ତୁମ୍ଭେ ସେମାନଙ୍କୁ ଭୟ କରିବ ନାହିଁ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେବେ ତୁମ୍ଭେ ଆପଣା ମନେ ମନେ କହିବ, “ଏହି ଗୋଷ୍ଠୀୟ ଲୋକମାନେ ଆମ୍ଭଠାରୁ ଅଧିକ; ଆମ୍ଭେ କିପରି ସେମାନଙ୍କୁ ଅଧିକାରଚ୍ୟୁତ କରି ପାରିବା?” ତଥାପି ତୁମ୍ଭେ ସେମାନଙ୍କଠାରୁ ଭୀତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେବେ ତୁମ୍ଭେ ଆପଣା ମନେ ମନେ କହିବ, ଏହି ଗୋଷ୍ଠୀୟ ଲୋକମାନେ ଆମ୍ଭଠାରୁ ଅଧିକ; ଆମ୍ଭେ କିପରି ସେମାନଙ୍କୁ ଅଧିକାରଚ୍ୟୁତ କରି ପାରିବା? ତଥାପି ତୁମ୍ଭେ ସେମାନଙ୍କଠାରୁ ଭୀତ ହେବ ନାହିଁ।