Deuteronomy 7:18 — Compare Translations
5 translations compared side by side
Odia - 1840
"ତୁମ୍ଭମାନଙ୍କର ମନେଥିବ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଫାରୋ ଓ ସମସ୍ତ ମିଶର ପ୍ରତି ଯେଉଁ କର୍ମମାନ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଫାରୋ ଓ ସମସ୍ତ ମିସର ପ୍ରତି ଯେ ଯେ କର୍ମ କରିଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ମନେଥିବ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଫାରୋ ଓ ସମସ୍ତ ମିଶର ପ୍ରତି ଯେଉଁ କର୍ମମାନ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଫାରୋ ଓ ସମସ୍ତ ମିସର ପ୍ରତି ଯେଉଁ ଯେଉଁ କର୍ମ କରିଅଛନ୍ତି;