Deuteronomy 7:20 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ସମାନଙ୍କେ ପାଇଁ ବିରକ୍ସ୍ଟଡି ପଠାଇବେ, ଯେଉଁମାନେ ତୁମ୍ଭମାନଙ୍କ ହସ୍ତରକ୍ସ୍ଟ ରକ୍ଷା ପାଇବେ। ସେ ସହେି ଲୋକମାନଙ୍କୁ ଧ୍ବଂସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନୋହିବା ଯାଏ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ସେମାନଙ୍କ ପାଇଁ ବିରୁଡ଼ି ପଠାଇବେ, ଯେଉଁମାନେ ତୁମ୍ଭମାନଙ୍କ ହସ୍ତରୁ ରକ୍ଷା ପାଇବେ। ସେ ସେହି ଲୋକମାନଙ୍କୁ ଧ୍ୱଂସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ଯେଉଁମାନେ ଅବଶିଷ୍ଟ ରହିବେ ଓ ଆପଣାମାନଙ୍କୁ ଲୁଚାଇ ରଖିବେ, ସେମାନେ ତୁମ୍ଭ ସମ୍ମୁଖରୁ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କ ମଧ୍ୟକୁ ବିରୁଡ଼ି ପଠାଇବେ।