Deuteronomy 7:21 — Compare Translations
5 translations compared side by side
Odia - 1840
"ଏହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିଛନ୍ତି। ସେ ମହାନ ଓ ଭୟୟକ୍ସ୍ଟକ୍ତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସେମାନଙ୍କଠାରୁ ତ୍ରାସଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ଵର ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନଙ୍କୁ ଭୟ କର ନାହିଁ, କାରଣ ସଦାପ୍ରଭୁ ପରମେଶ୍ୱର ତୁମ୍ଭମାନଙ୍କ ସହିତ ରହିଛନ୍ତି। ସେ ମହାନ ଓ ଭୟଯୁକ୍ତ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସେମାନଙ୍କଠାରୁ ଭୟଯୁକ୍ତ ହେବ ନାହିଁ, କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ, ସେ ମହାନ୍ ଓ ଭୟଙ୍କର ପରମେଶ୍ୱର ଅଟନ୍ତି।