Deuteronomy 7:22 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ସମ୍ମିଖରକ୍ସ୍ଟ ସହେି ଗୋଷ୍ଠୀଯ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢିବେ। ତୁମ୍ଭେ ସମାନଙ୍କେୁ ଏକା ବେଳେ ବିନାଶ କରିବ ନାହିଁ, କଲେ ବନ ପଶକ୍ସ୍ଟମାନେ ତକ୍ସ୍ଟମ୍ଭ ପ୍ରତିକୂଳ ରେ ବଢି ଉଠିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ିବେ। ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଅଳ୍ପ ଅଳ୍ପ କରି କାଢ଼ି ଦେବେ; ତୁମ୍ଭେ ସେମାନଙ୍କୁ ଏକାବେଳେ ବିନାଶ କରିବ ନାହିଁ, କଲେ ବନ ପଶୁମାନେ ତୁମ୍ଭ ପ୍ରତିକୂଳରେ ବଢ଼ି ଉଠିବେ।