Deuteronomy 7:23 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତକ୍ସ୍ଟମ୍ଭ ଆଗ ରେ ସମାନଙ୍କେୁ ସମର୍ପଣ କରିବେ ଓ ସମାନେେ ବିନଷ୍ଟ ନ ହବୋୟାଏ ସମାନଙ୍କେୁ ମହାବ୍ଯାକକ୍ସ୍ଟଳତା ରେ ବ୍ଯାକକ୍ସ୍ଟଳ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନୋହିବା ଯାଏ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବାଯାଏ ସେମାନଙ୍କୁ ମହାବ୍ୟାକୁଳରେ ବ୍ୟାକୁଳ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଆଗରେ ସେମାନଙ୍କୁ ସମର୍ପଣ କରିବେ ଓ ସେମାନେ ବିନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନଙ୍କୁ ମହାବ୍ୟାକୁଳତାରେ ବ୍ୟାକୁଳ କରିବେ।