Deuteronomy 7:24 — Compare Translations

5 translations compared side by side

Odia - 1840
"ଆଉ ସେ ସମାନଙ୍କେର ରାଜାଗଣକକ୍ସ୍ଟ ତକ୍ସ୍ଟମ୍ଭ ହସ୍ତ ରେ ସମର୍ପଣ କରିବେ, ଯାହାଫଳ ରେ ତୁମ୍ଭେ ଆକାଶ ମଣ୍ତଳର ତଳକ୍ସ୍ଟ ସମାନଙ୍କେ ନାମ ପୋଛି ଦବେ। ଯେତବେେଳେ ତୁମ୍ଭେ ସମାନଙ୍କେୁ ବିନାଶ କରିବ କହେି ତୁମ୍ଭମାନଙ୍କୁ ଅଟକାଇବାକକ୍ସ୍ଟ ସମର୍ଥ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ସେମାନଙ୍କ ରାଜଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ତଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ଯାଏ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ସେମାନଙ୍କର ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ଯାହାଫଳରେ ତୁମ୍ଭେ ଆକାଶ ମଣ୍ତଳର ତଳୁ ସେମାନଙ୍କ ନାମ ପୋଛି ଦେବ। ଯେତେବେଳେ ତୁମ୍ଭେ ସେମାନଙ୍କୁ ବିନାଶ କରିବ କେହି ତୁମ୍ଭମାନଙ୍କୁ ଅଟକାଇବାକୁ ସମର୍ଥ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କ ରାଜାଗଣକୁ ତୁମ୍ଭ ହସ୍ତରେ ସମର୍ପଣ କରିବେ, ତହିଁରେ ତୁମ୍ଭେ ଆକାଶମଣ୍ଡଳର ତଳୁ ସେମାନଙ୍କ ନାମ ଲୋପ କରିବ; ତୁମ୍ଭେ ସେମାନଙ୍କୁ ବିନାଶ କରିବା ପର୍ଯ୍ୟନ୍ତ କେହି ତୁମ୍ଭ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହେବ ନାହିଁ।