Deuteronomy 7:25 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସମାନଙ୍କେ ଦବଗେଣର ଖାଦେିତ ପ୍ରତିମା ସକଳ ଅଗ୍ନି ରେ ଦଗ୍ଧ କରିବ। ତୁମ୍ଭେ ଯମେନ୍ତ ଫାନ୍ଦ ରେ ନ ପଡିବ ସେଥିପାଇଁ ସେ ସବୁ ରେ ଥିବା ରୂପା କି ସକ୍ସ୍ଟନା ପ୍ରତି ଲୋଭ କରିବ ନାହିଁ। କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ। କାରଣ ତାହା ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର ଘୃଣିତ ବସ୍ତକ୍ସ୍ଟ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କର ଘୃଣିତ ବସ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମା ସକଳ ଅଗ୍ନିରେ ଦ‌‌ଗ୍‌‌ଧ କରିବ। ତୁମ୍ଭେ ଯେମନ୍ତ ଫାନ୍ଦରେ ନ ପଡ଼ିବ ସେଥିପାଇଁ ସେ ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ। କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ। କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହିସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;