Deuteronomy 7:26 — Compare Translations

5 translations compared side by side

Odia - 1840
"ତୁମ୍ଭେ ସହେି ଘୃଣିତ ବସ୍ତକ୍ସ୍ଟଗକ୍ସ୍ଟଡିକ ନିଜ ଗୃହ ଭିତରକକ୍ସ୍ଟ ଆଣିବ ନାହିଁ। କାଳେ ତୁମ୍ଭମାନେେ ତାହା ତକ୍ସ୍ଟଲ୍ଯ ଅଭିଶଲ୍ଗ ହାଇପୋ ରେ। ତୁମ୍ଭମାନେେ ସଗେୁଡିକୁ ଅତିଶଯ ଘୃଣା କରିବା ଉଚିତ ଓ ସମାନେେ ଅଭିଶଲ୍ଗ ହକ୍ସ୍ଟଅନ୍ତକ୍ସ୍ଟ ବୋଲି ବିବଚେନା କରିବ କାରଣ ସମାନେେ ବିଧ୍ବସିଂତ ହବୋର ବସ୍ତକ୍ସ୍ଟ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ଘୃଣିତ ବସ୍ତୁଗୁଡ଼ିକ ନିଜ ଗୃହ ଭିତରକୁ ଆଣିବ ନାହିଁ। କାଳେ ତୁମ୍ଭେମାନେ ତାହା ତୁଲ୍ୟ ଅଭିଶପ୍ତ ହୋଇପାର। ତୁମ୍ଭେମାନେ ସେଗୁଡ଼ିକୁ ଅତିଶୟ ଘୃଣା କରିବା ଉଚିତ୍ ଓ ସେମାନେ ଅଭିଶପ୍ତ ହୁଅନ୍ତୁ ବୋଲି ବିବେଚନା କରିବ କାରଣ ସେମାନେ ବିଧ୍ୱଂସିତ ହେବାର ବସ୍ତୁ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।