Deuteronomy 7:3 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସମାନଙ୍କେ ବିବାହ ସମ୍ବନ୍ଧ ରଖିବ ନାହିଁ। ତୁମ୍ଭମାନେେ ସମାନଙ୍କେ ପକ୍ସ୍ଟତ୍ରମାନଙ୍କ ସହିତ ଆପଣା କନ୍ଯାମାନଙ୍କୁ ବିବାହ ଦବନୋହିଁ। କିଅବା ଆପଣା ପକ୍ସ୍ଟତ୍ରମାନଙ୍କୁ ସମାନଙ୍କେ କନ୍ଯାମାନଙ୍କ ସହିତ ବିବାହ ଦବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ଵନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସେମାନଙ୍କ ସହିତ ବିବାହ ସମ୍ବନ୍ଧ ରଖିବ ନାହିଁ। ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କ ସହିତ ଆପଣା କନ୍ୟାମାନଙ୍କୁ ବିବାହ ଦେବ ନାହିଁ। କିଅବା ଆପଣା ପୁତ୍ରମାନଙ୍କୁ ସେମାନଙ୍କ କନ୍ୟାମାନଙ୍କ ସହିତ ବିବାହ ଦେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।