Deuteronomy 7:4 — Compare Translations
5 translations compared side by side
Odia - 1840
"କାରଣ ସମାନେେ ତୁମ୍ଭମାନଙ୍କର ସନ୍ତାନଗଣଙ୍କକ୍ସ୍ଟ ମାେତେ ଅନକ୍ସ୍ଟସରଣ କରିବାରକ୍ସ୍ଟ ବିମକ୍ସ୍ଟଖ କରିବେ ଏବଂ ତା'ପରେ ତୁମ୍ଭମାନଙ୍କର ସନ୍ତାନଗଣ ଅନ୍ୟ ଦବଗେଣର ସବୋ କରିବେ। ତାହାହେଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ତୁମ୍ଭମାନଙ୍କର ପରମେଶ୍ବର କୋରଧ କରିବେ ଓ ସେ ତୁମ୍ଭକୁ ବହକ୍ସ୍ଟତ ଶୀଘ୍ର ବିନାଶ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରି ପାରିବେ; ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେମାନେ ତୁମ୍ଭମାନଙ୍କର ସନ୍ତାନଗଣଙ୍କୁ ମୋତେ ଅନୁସରଣ କରିବାରୁ ବିମୁଖ କରିବେ ଏବଂ ତା’ପରେ ତୁମ୍ଭମାନଙ୍କର ସନ୍ତାନଗଣ ଅନ୍ୟ ଦେବଗଣର ସେବା କରିବେ। ତାହାହେଲେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ତୁମ୍ଭମାନଙ୍କର ପରମେଶ୍ୱର କ୍ରୋଧ କରିବେ ଓ ସେ ତୁମ୍ଭକୁ ବହୁତ ଶୀଘ୍ର ବିନାଶ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହାହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।