Deuteronomy 7:5 — Compare Translations
5 translations compared side by side
Odia - 1840
"ମାତ୍ର ତୁମ୍ଭମାନେେ ସମାନଙ୍କେ ପ୍ରତି ଏରୂପେ ବ୍ଯବହାର କରିବ। ତୁମ୍ଭମାନେେ ସମାନଙ୍କେ ୟଜ୍ଞବଦେୀ ସକଳ ଭଗ୍ନ କରିବ ଓ ସମାନଙ୍କେ ସ୍ମରଣାର୍ଥକ ପ୍ରସ୍ତର ସବୁ ଭାଙ୍ଗି ପକାଇବ ଓ ଆଶରୋର ମୂର୍ତ୍ତିସଳକ ହାଣି ପକାଇବ। ପକ୍ସ୍ଟଣି ସମାନଙ୍କେ ଖାଦେିତ ପ୍ରତିମାସବୁ ଅଗ୍ନି ରେ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମିଥ୍ୟା ଦେବତାଗଣଙ୍କୁ ଧ୍ୱଂସ “ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପେ ବ୍ୟବହାର କରିବ। ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦି ସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ମରଣାର୍ଥକ ପ୍ରସ୍ତର ସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସଳକ ହାଣି ପକାଇବ। ପୁଣି ସେମାନଙ୍କ ଖୋଦିତ ପ୍ରତିମାସବୁ ଅଗ୍ନିରେ ଦଗ୍ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ ବ୍ୟବହାର କରିବ; ତୁମ୍ଭେମାନେ ସେମାନଙ୍କ ଯଜ୍ଞବେଦିସକଳ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସକଳ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତିସକଳ ହାଣି ପକାଇବ, ପୁଣି ସେମାନଙ୍କ ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ।
Odia IRV 2017 (ଓଡିଆ ବାଇବେଲ)