Deuteronomy 7:6 — Compare Translations

5 translations compared side by side

Odia - 1840
"କାରଣ ତୁମ୍ଭେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କ ପବତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ମନୋନୀତ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ମନୋନୀତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।