Deuteronomy 7:8 — Compare Translations

5 translations compared side by side

Odia - 1840
"କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନହେ କରିବାରକ୍ସ୍ଟ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଛକ୍ସ୍ଟକ ହବୋରକ୍ସ୍ଟ ସଦାପ୍ରଭୁ ବଳବାନ୍ ହସ୍ତଦ୍ବାରା ତୁମ୍ଭମାନଙ୍କୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ଦାସତ୍ବରକ୍ସ୍ଟ ଓ ମିଶରର ରାଜା ଫାରୋଙ୍କ ହସ୍ତରକ୍ସ୍ଟ ରକ୍ଷା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ ହସ୍ତ ଦ୍ଵାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ୍ ହସ୍ତଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଲେ। ସେ ତୁମ୍ଭମାନଙ୍କୁ ଦାସତ୍ୱରୁ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ରକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କୁ ସ୍ନେହ କରିବାରୁ ଓ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ସେ ଯେଉଁ ଶପଥ କରିଥିଲେ, ତାହା ପ୍ରତିପାଳନ କରିବାକୁ ଇଚ୍ଛୁକ ହେବାରୁ ସଦାପ୍ରଭୁ ବଳବାନ ହସ୍ତ ଦ୍ୱାରା ତୁମ୍ଭମାନଙ୍କୁ ବାହାର କରି ଆଣିଅଛନ୍ତି ଓ ଦାସ୍ୟଗୃହରୁ, ମିସରର ରାଜା ଫାରୋର ହସ୍ତରୁ ତୁମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)