Deuteronomy 8:1 — Compare Translations

5 translations compared side by side

Odia - 1840
"ଯାହା ମୁ ଆଜି ତୁମ୍ଭକୁ ଆଦେଶ ଦେଉଛି, ତୁମ୍ଭମାନେେ ମାରେ ସମସ୍ତ ଆଦେଶମାନ ମାନିବା ଉଚିତ୍। ତୁମ୍ଭମାନେେ ବଞ୍ଚିବା ପାଇଁ ଓ ବୃଦ୍ଧି ହବୋ ପାଇଁ ଓ ସହେି ସ୍ଥାନ ରେ ପ୍ରବେଶ କରିବା ପାଇଁ ଓ ଅଧିକାର କରିବା ପାଇଁ ଯାହାକି ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ ଶପଥ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଜି ମୁଁ ତୁମ୍ଭକୁ ଯେ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ ସ୍ମରଣ କର “ଯାହା ମୁଁ ଆଜି ତୁମ୍ଭକୁ ଆଦେଶ ଦେଉଛି, ତୁମ୍ଭେମାନେ ମୋର ସମସ୍ତ ଆଦେଶମାନ ମାନିବା ଉଚିତ୍। ତୁମ୍ଭେମାନେ ବଞ୍ଚିବା ପାଇଁ ଓ ବୃଦ୍ଧି ହେବା ପାଇଁ ଓ ସେହି ସ୍ଥାନରେ ପ୍ରବେଶ କରିବା ପାଇଁ ଓ ଅଧିକାର କରିବା ପାଇଁ ଯାହାକି ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣଙ୍କ ନିକଟରେ ଶପଥ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଜି ମୁଁ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଉଅଛି, ତାହାସବୁ ତୁମ୍ଭେମାନେ ମନୋଯୋଗ କରି ପାଳନ କରିବ, ତହିଁରେ ତୁମ୍ଭେମାନେ ବଞ୍ଚିବ ଓ ବର୍ଦ୍ଧିଷ୍ଣୁ ହେବ, ଆଉ ସଦାପ୍ରଭୁ ଯେଉଁ ଦେଶ ବିଷୟରେ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଅଛନ୍ତି, ସେହି ଦେଶରେ ପ୍ରବେଶ କରି ତାହା ଅଧିକାର କରିବ।
Odia IRV 2017 (ଓଡିଆ ବାଇବେଲ)