Deuteronomy 8:10 — Compare Translations

5 translations compared side by side

Odia - 1840
"ଆଉ ତୁମ୍ଭମାନେେ ସଠାେରେ ଖାଦ୍ୟ ରେ ତୃଲ୍ଗ ହବେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦଇେ ଅଛନ୍ତି, ସେଥିପାଇଁ ତାଙ୍କର ଧନ୍ଯବାଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ସେଠାରେ ଖାଦ୍ୟରେ ତୃପ୍ତ ହେବ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଯେଉଁ ଉତ୍ତମ ଦେଶ ଦେଇ ଅଛନ୍ତି, ସେଥିପାଇଁ ତାଙ୍କର ଧନ୍ୟବାଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ଭୋଜନ କରି ତୃପ୍ତ ହେବ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଉତ୍ତମ ଦେଶ ଦେଇଅଛନ୍ତି, ତହିଁ ସକାଶୁ ତାହାଙ୍କର ଧନ୍ୟବାଦ କରିବ।