Deuteronomy 8:11 — Compare Translations

5 translations compared side by side

Odia - 1840
"ସାବଧାନ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ଭକ୍ସ୍ଟଲ ନାହିଁ। ସାବଧାନତା ସହକା ରେ ତାହାଙ୍କ ନିର୍ଦ୍ଦେଶମାନ ତାଙ୍କର ବିଧି ପାଳନ କର, ମୁ ତୁମ୍ଭମାନଙ୍କୁ ଆଜି ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାବଧାନ, ମୁଁ ଆଜି ତୁମ୍ଭକୁ ଯେ ଯେ ଆଜ୍ଞା ଓ ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରି ନ ଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର କର୍ମମାନ ଭୁଲ ନାହିଁ “ସାବଧାନ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ଭୁଲ ନାହିଁ। ସାବଧାନତା ସହକାରେ ତାହାଙ୍କ ନିର୍ଦ୍ଦେଶମାନ, ତାଙ୍କର ବିଧି ପାଳନ କର, ମୁଁ ତୁମ୍ଭମାନଙ୍କୁ ଆଜି ଯେଉଁସବୁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।
Odia IRV 2017 (ଓଡିଆ ବାଇବେଲ)
ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।