Deuteronomy 8:12 — Compare Translations

5 translations compared side by side

Odia - 1840
"ଏହାପରେ ତୁମ୍ଭମାନେେ ଉତ୍ତମ ଖାଦ୍ୟ ଖାଇବାକକ୍ସ୍ଟ ପାଇବ ଓ ସକ୍ସ୍ଟନ୍ଦର ଗୃହମାନ ନିର୍ମାଣ କରିବ ସେଥି ରେ ବାସ କରିବାକୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ତୁମ୍ଭେମାନେ ଉତ୍ତମ ଖାଦ୍ୟ ଖାଇବାକୁ ପାଇବ ଓ ସୁନ୍ଦର ଗୃହମାନ ନିର୍ମାଣ କରିବ ସେଥିରେ ବାସ କରିବାକୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ,
Odia IRV 2017 (ଓଡିଆ ବାଇବେଲ)
ନୋହିଲେ ତୁମ୍ଭେ ଭୋଜନ କରି ତୃପ୍ତ ହେଲେ ଓ ଉତ୍ତମ ଗୃହ ନିର୍ମାଣ କରି ତହିଁରେ ବାସ କଲେ,