Deuteronomy 8:14 — Compare Translations

5 translations compared side by side

Odia - 1840
"ଯେତବେେଳେ ଏପରି ହବେ ସାବଧାନ, ଗର୍ବ କରିବ ନାହିଁ। ଏକଥା ଭକ୍ସ୍ଟଲ ନାହିଁ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ମିଶରରକ୍ସ୍ଟ ତୁମ୍ଭମାନଙ୍କୁ ଦାସତ୍ବରକ୍ସ୍ଟ ମକ୍ସ୍ଟକ୍ତ କରିଛନ୍ତି ଓ ମିଶରରକ୍ସ୍ଟ ବାହାର କରି ଆଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଏପରି ହେବ ସାବଧାନ, ଗର୍ବ କରିବ ନାହିଁ। ଏକଥା ଭୁଲ ନାହିଁ ଯେ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ମିଶରରୁ ତୁମ୍ଭମାନଙ୍କୁ ଦାସତ୍ୱରୁ ମୁକ୍ତ କରିଛନ୍ତି ଓ ମିଶରରୁ ବାହାର କରି ଆଣିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ଅନ୍ତଃକରଣ ଅହଙ୍କାରୀ ହେବ, ପୁଣି ଯେ ମିସର ଦେଶରୁ, ଦାସ୍ୟଗୃହରୁ ତୁମ୍ଭକୁ ବାହାର କରି ଆଣିଲେ,