Deuteronomy 8:16 — Compare Translations

5 translations compared side by side

Odia - 1840
"ସେ ତକ୍ସ୍ଟମ୍ଭ ପୁର୍ବପୁରୁଷମାନଙ୍କ ମାନ୍ନାଦ୍ବାରା ଅଜ୍ଞାତ ପ୍ରାନ୍ତର ରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କୁ ତୁମ୍ଭେ ସ୍ମରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ଵାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ଵରଙ୍କୁ ତୁମ୍ଭେ ପାସୋରି ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନାଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ। ଏହିପରି ଭାବେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କୁ ତୁମ୍ଭେ ସ୍ମରଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।
Odia IRV 2017 (ଓଡିଆ ବାଇବେଲ)
ଯେ ତୁମ୍ଭ ପୂର୍ବପୁରୁଷମାନଙ୍କ ଅଜ୍ଞାତ ମାନ୍ନା ଦ୍ୱାରା ପ୍ରାନ୍ତରରେ ତୁମ୍ଭକୁ ପ୍ରତିପାଳନ କଲେ, ଏପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ତୁମ୍ଭେ ପାସୋରି ଯିବ।