Deuteronomy 8:17 — Compare Translations
5 translations compared side by side
Odia - 1840
"ତୁମ୍ଭେ କବେେ କୁହ ନାହିଁ ଯେ, 'ଆପଣା ପରାକ୍ରମ ଓ ବାହୁ ବଳଦ୍ବାରା ଏହି ସମସ୍ତ ଐଶ୍ବର୍ୟ୍ଯ ଲାଭ କରିଛ ବୋଲି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ଵର୍ଯ୍ୟ ଲାଭ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କେବେ କୁହ ନାହିଁ ଯେ, ‘ଆପଣା ପରାକ୍ରମ ଓ ବାହୁ ବଳଦ୍ୱାରା ଏହି ସମସ୍ତ ଐଶ୍ୱର୍ଯ୍ୟ ଲାଭ କରିଛ ବୋଲି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ଆପଣା ମନେ ମନେ କହିବ, “ଆମ୍ଭର ପରାକ୍ରମ ଓ ବାହୁ ବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।”
Odia IRV 2017 (ଓଡିଆ ବାଇବେଲ)
ପୁଣି ତୁମ୍ଭେ ଆପଣା ମନେ ମନେ କହିବ, ଆମ୍ଭର ପରାକ୍ରମ ଓ ବାହୁବଳ ଏହିସବୁ ଐଶ୍ୱର୍ଯ୍ୟ ଲାଭ କରିଅଛି।