Deuteronomy 8:18 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସ୍ମରଣ କର। ଏହା କଥା ମନରେଖ ଯେ, ତୁମ୍ଭମାନଙ୍କୁ ସେ ଏପରି କରିବା ପାଇଁ ଶକ୍ତି ଦଇେଛନ୍ତି। ସଦାପ୍ରଭୁ କାହିଁକି ଏପରି କଲେ? କାରଣ ସେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଥିଲେ ଏପରି କରିବା ପାଇଁ ଯାହାସବୁ ସେ ଆଜି କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ଵର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କୁ ସ୍ମରଣ କର। ଏହି କଥା ମନେରଖ ଯେ, ତୁମ୍ଭମାନଙ୍କୁ ସେ ଏପରି କରିବା ପାଇଁ ଶକ୍ତି ଦେଇଛନ୍ତି। ସଦାପ୍ରଭୁ କାହିଁକି ଏପରି କଲେ? କାରଣ ସେ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କ ସହିତ ପ୍ରତିଜ୍ଞା କରିଥିଲେ ଏପରି କରିବା ପାଇଁ ଯାହାସବୁ ସେ ଆଜି କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
Odia IRV 2017 (ଓଡିଆ ବାଇବେଲ)