Deuteronomy 8:19 — Compare Translations

5 translations compared side by side

Odia - 1840
" କବେେ ବି ତୁମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶଓରଙ୍କୁ ଭକ୍ସ୍ଟଲିବ ନାହିଁ। ଅନ୍ୟ ଦବେତାଗଣଙ୍କକ୍ସ୍ଟ ମାନିବ ନାହିଁ କି ତାଙ୍କର ସବୋ କରିବ ନାହିଁ। ଯଦି ତୁମ୍ଭମାନେେ ଏପରି କର, ତବେେ ମୁ ତୁମ୍ଭମାନଙ୍କୁ ସତର୍କ କରାଇଦେଉଛି ତୁମ୍ଭମାନେେ ନିଶ୍ଚିତ ରେ ବିନଷ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କୁ ପାସୋରିବ ଓ ଅନ୍ୟ ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତା; ବିନଷ୍ଟ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“କେବେ ବି ତୁମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱରଙ୍କୁ ଭୁଲିବ ନାହିଁ। ଅନ୍ୟ ଦେବତାଗଣଙ୍କୁ ମାନିବ ନାହିଁ କି ତାଙ୍କର ସେବା କରିବ ନାହିଁ। ଯଦି ତୁମ୍ଭେମାନେ ଏପରି କର, ତେବେ ମୁଁ ତୁମ୍ଭମାନଙ୍କୁ ସତର୍କ କରାଇଦେଉଛି ତୁମ୍ଭେମାନେ ନିଶ୍ଚିତରେ ବିନଷ୍ଟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେବେ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରିବ, ଅନ୍ୟ ଦେବତାଗଣର ପଶ୍ଚାଦ୍‍ଗାମୀ ହୋଇ ସେମାନଙ୍କ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ, ତେବେ ମୁଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆଜି ଏହି ସାକ୍ଷ୍ୟ ଦେଉଅଛି ଯେ, ତୁମ୍ଭେମାନେ ନିତାନ୍ତ ବିନଷ୍ଟ ହେବ।
Odia IRV 2017 (ଓଡିଆ ବାଇବେଲ)