Deuteronomy 8:2 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭମାନେେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଯେଉଁ ଚାଳିଶ ବର୍ଷ ପ୍ରାନ୍ତର ମଧିଅରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନବୋ ପାଇଁ ତୁମ୍ଭମାନେେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ ଓ ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତୁମ୍ଭେମାନେ ସ୍ମରଣ କର ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଯେଉଁ ଗ୍ଭଳିଶ୍ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭମାନଙ୍କୁ ଯେଉଁ ଭଳି ଭାବରେ ଗମନ କରାଇ ଅଛନ୍ତି, ସେ ତୁମ୍ଭର ପରୀକ୍ଷା ନେବା ପାଇଁ ତୁମ୍ଭେମାନେ ତାଙ୍କର ଆଜ୍ଞାପାଳନ କରିବ କି ନାହିଁ ଏବଂ ତୁମ୍ଭର ମନ ଜାଣିବା ପାଇଁ ଏହା କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ତୁମ୍ଭେ ତାହାଙ୍କ ଆଜ୍ଞା ପାଳନ କରିବ କି ନାହିଁ, ଏ ବିଷୟରେ ତୁମ୍ଭର ପରୀକ୍ଷା ନେବା ପାଇଁ, ତୁମ୍ଭର ମାନସ ଜାଣିବା ପାଇଁ ଓ ତୁମ୍ଭକୁ ନମ୍ର କରିବା ପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଚାଳିଶ ବର୍ଷ ପ୍ରାନ୍ତର ମଧ୍ୟରେ ତୁମ୍ଭକୁ ଯେଉଁ ସକଳ ପଥରେ ଗମନ କରାଇଅଛନ୍ତି, ତାହା ସ୍ମରଣ କର।
Odia IRV 2017 (ଓଡିଆ ବାଇବେଲ)