Deuteronomy 8:20 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କ ଆଗ ରେ ଅନ୍ୟ ଦେଶକକ୍ସ୍ଟ ଧ୍ବଂସ କରିଛନ୍ତି। କିନ୍ତୁ ତୁମ୍ଭମାନେେ ଯଦି ଅନ୍ୟ ଦବେତାଗଣଙ୍କକ୍ସ୍ଟ ମାନ, ତବେେ ଅନ୍ୟ ଲୋକମାନଙ୍କ ପରି ସେ ତୁମ୍ଭମାନଙ୍କୁ ଧ୍ବଂସ କରିବେ। କାରଣ ତୁମ୍ଭମାନେେ ତାଙ୍କର ଆଜ୍ଞା ମାନିଲ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କ ଆଗରେ ଅନ୍ୟ ଦେଶକୁ ଧ୍ୱଂସ କରିଛନ୍ତି। କିନ୍ତୁ ତୁମ୍ଭେମାନେ ଯଦି ଅନ୍ୟ ଦେବତାଗଣଙ୍କୁ ମାନ, ତେବେ ଅନ୍ୟ ଲୋକମାନଙ୍କ ପରି ସେ ତୁମ୍ଭମାନଙ୍କୁ ଧ୍ୱଂସ କରିବେ। କାରଣ ତୁମ୍ଭେମାନେ ତାଙ୍କର ଆଜ୍ଞା ମାନିଲ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ସମ୍ମୁଖରେ ସଦାପ୍ରଭୁ ଯେଉଁ ଗୋଷ୍ଠୀୟ ଲୋକମାନଙ୍କୁ ବିନାଶ କରନ୍ତି, ସେମାନଙ୍କ ପରି ତୁମ୍ଭେମାନେ ବିନଷ୍ଟ ହେବ; କାରଣ ତୁମ୍ଭେମାନେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ ନ କଲେ ତୁମ୍ଭମାନଙ୍କୁ ଏହା ଘଟିବ।