Deuteronomy 8:3 — Compare Translations

5 translations compared side by side

Odia - 1840
"ମନକ୍ସ୍ଟଷ୍ଯ ଯେ କବଳେ ରୋଟୀ ରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମକ୍ସ୍ଟଖରକ୍ସ୍ଟ ଯାହା ନିର୍ଗତ ହକ୍ସ୍ଟଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷକ୍ସ୍ଟଧିତ କରି ଅଛନ୍ତି, ସେ ତୁମ୍ଭକୁ ଓ ତକ୍ସ୍ଟମ୍ଭ ପୂର୍ବପୁରୁଷଗଣଙ୍କକ୍ସ୍ଟ ଅଜ୍ଞାତ ମାନ୍ନା ଦଇେ ପ୍ରତିପାଳନ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁଣ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟ ଯେ କେବଳ ରୋଟୀରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ନିର୍ଗତ ହୁଏ, ତହିଁରେ ବଞ୍ଚେ। ଏହା ତୁମ୍ଭମାନଙ୍କୁ ଜଣାଇବା ପାଇଁ ସେ ତୁମ୍ଭମାନଙ୍କୁ ନମ୍ର ଓ କ୍ଷୁଧିତ କରିଅଛନ୍ତି, ସେ ତୁମ୍ଭକୁ ଓ ତୁମ୍ଭ ପୂର୍ବପୁରୁଷଗଣଙ୍କୁ ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର ଓ କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ ମନୁଷ୍ୟ ଯେ କେବଳ ରୁଟିରେ ବଞ୍ଚେ ନାହିଁ, ମାତ୍ର ସଦାପ୍ରଭୁଙ୍କ ମୁଖରୁ ଯାହା ଯାହା ନିର୍ଗତ ହୁଏ, ତହିଁରେ ହିଁ ବଞ୍ଚେ, ଏହା ତୁମ୍ଭକୁ ଜଣାଇବା ପାଇଁ ସେ ତୁମ୍ଭକୁ ନମ୍ର, କ୍ଷୁଧିତ କରି ତୁମ୍ଭର ଅଜ୍ଞାତ ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ମାନ୍ନା ଦେଇ ପ୍ରତିପାଳନ କରିଅଛନ୍ତି।