Deuteronomy 8:4 — Compare Translations
5 translations compared side by side
Odia - 1840
"ଏହି ଚାଳିଶ ବର୍ଷ ତୁମ୍ଭମାନଙ୍କ ବସ୍ତ୍ର ଜୀର୍ଣ ହେଲାନାହିଁ ଓ ତୁମ୍ଭମାନଙ୍କର ପାଦ ଫକ୍ସ୍ଟଲିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଚାଳିଶ ବର୍ଷଯାକ ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଗ୍ଭଳିଶ୍ ବର୍ଷ ତୁମ୍ଭମାନଙ୍କ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭମାନଙ୍କର ପାଦ ଫୁଲିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହି ଚାଳିଶ ବର୍ଷସାରା ତୁମ୍ଭ ଶରୀରରେ ବସ୍ତ୍ର ଜୀର୍ଣ୍ଣ ହେଲା ନାହିଁ ଓ ତୁମ୍ଭର ପାଦ ଫୁଲିଲା ନାହିଁ।