Deuteronomy 8:5 — Compare Translations

5 translations compared side by side

Odia - 1840
"ତେଣୁ ତୁମ୍ଭମାନେେ ହୃଦଯର ସହିତ ଜାଣିବା ଉଚିତ୍ ଯେ, ଜଣେ ପିତା ତା'ର ସନ୍ତାନଗଣଙ୍କକ୍ସ୍ଟ ଯେପରି ଅନକ୍ସ୍ଟଶାସିତ କରେ ସହେିପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭକୁ ଅନକ୍ସ୍ଟଶାସିତ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ହୃଦୟର ସହିତ ଜାଣିବା ଉଚିତ୍ ଯେ, ଜଣେ ପିତା ତା’ର ସନ୍ତାନଗଣଙ୍କୁ ଯେପରି ଅନୁଶାସିତ କରେ ସେହିପରି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭକୁ ଅନୁଶାସିତ କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।