Deuteronomy 8:6 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କର ଆଦେଶ ମାନି ପାଳନ କରିବ ଓ ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କକ୍ସ୍ଟ ଭୟ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ଵରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କର ଆଦେଶ ମାନି ପାଳନ କରିବ ଓ ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଆଜ୍ଞା ପାଳନ କରି ତାହାଙ୍କ ପଥରେ ଗମନ କରିବ ଓ ତାହାଙ୍କୁ ଭୟ କରିବ।