Deuteronomy 8:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଏକ ଉତ୍ତମ ଦେଶକକ୍ସ୍ଟ ନଇେ ଯାଉଛନ୍ତି, ଯେଉଁ ଭୂମିକି ଜଳରାଶି ରେ ଝରଣା ରେ ଓ ଗଭୀର ଜଳ ସୋର୍ତ ରେ ପୂର୍ଣ୍ଣ, ତାହା ଉପତ୍ୟକା ଓ ପର୍ବତ ଦଇେ ଝରିୟାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ଉତ୍ତମ ଦେଶକୁ ନେଇ ଯାଉଛନ୍ତି, ଯେଉଁ ଭୂମିକି ଜଳରାଶିରେ, ଝରଣାରେ ଓ ଗଭୀର ଜଳସ୍ରୋତରେ ପୂର୍ଣ୍ଣ, ତାହା ଉପତ୍ୟକା ଓ ପର୍ବତ ଦେଇ ଝରିଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;
Odia IRV 2017 (ଓଡିଆ ବାଇବେଲ)
କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଏକ ଉତ୍ତମ ଦେଶକୁ ନେଇ ଯାଉଅଛନ୍ତି; ତାହା ସମସ୍ଥଳୀ ଓ ପର୍ବତରେ ପ୍ରବାହିତ ସ୍ରୋତ ଓ ନିର୍ଝର ଓ ଜଳାଶୟର ଦେଶ;