Deuteronomy 8:9 — Compare Translations

5 translations compared side by side

Odia - 1840
"ସଠାେରେ ତୁମ୍ଭମାନେେ ପ୍ରଚକ୍ସ୍ଟର ପରିମାଣର ଖାଦ୍ୟ ପାଇବ। ସଠାେରେ ତୁମ୍ଭମାନଙ୍କର ଆବଶ୍ଯକ ଦ୍ରବ୍ଯମାନ ଉପଲବ୍ଧ ହବେ। ସହେି ଦେଶର ପଥର ଲକ୍ସ୍ଟଟା ଅଟେ, ତୁମ୍ଭମାନେେ ସଠାେକାର ପର୍ବତରକ୍ସ୍ଟ ପିତ୍ତଳ ଖୋଳି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦେଶରେ ତୁମ୍ଭେ ନିଗ୍ଧାଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେ ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଠାରେ ତୁମ୍ଭେମାନେ ପ୍ରଚୁର ପରିମାଣର ଖାଦ୍ୟ ପାଇବ। ସେଠାରେ ତୁମ୍ଭମାନଙ୍କର ଆବଶ୍ୟକ ଦ୍ରବ୍ୟମାନ ଉପଲବ୍ଧ ହେବ। ସେହି ଦେଶର ପଥର ଲୁହା ଅଟେ, ତୁମ୍ଭେମାନେ ସେଠାକାର ପର୍ବତରୁ ପିତ୍ତଳ ଖୋଳି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦେଶରେ ତୁମ୍ଭେ ଅଭାବ ବିନା ଆହାର ଭୋଜନ କରିବ, ସେଠାରେ ତୁମ୍ଭର କୌଣସି ବିଷୟର ଅଭାବ ହେବ ନାହିଁ; ସେହି ଦେଶର ପଥର ଲୁହା ଓ ତୁମ୍ଭେ ତହିଁର ପର୍ବତରୁ ପିତ୍ତଳ ଖୋଳି ପାରିବ।