Deuteronomy 9:1 — Compare Translations
5 translations compared side by side
Odia - 1840
" ହେ ଇଶ୍ରାୟେଲର ଲୋକମାନେ, ଶକ୍ସ୍ଟଣ! ତୁମ୍ଭମାନେେ ଆଜି ୟର୍ଦ୍ଦନ ନଦୀ ପାର ହାଇେ ଯାଉଛ, ଜାତିମାନଙ୍କୁ ତଡିଦବୋ ପାଇଁ ଯାଉଅଛ ଯାହାକି ବୃହତ ଓ ତୁମ୍ଭମାନଙ୍କ ଅପେକ୍ଷା ଶକ୍ତିଶାଳୀ ଏବଂ ସମାନଙ୍କେର ବୃହତ ନଗରଗକ୍ସ୍ଟଡିକ ଏବଂ ସମାନଙ୍କେର ପ୍ରାଚୀରଗକ୍ସ୍ଟଡିକ ଆକାଶକକ୍ସ୍ଟ ଛକ୍ସ୍ଟଏଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଇସ୍ରାଏଲ, ଶୁଣ; ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ବୃହତ ଓ ଗଗନସ୍ପର୍ଶୀ-ପ୍ରାଚୀର ବେଷ୍ଟିତ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ସହାୟ ହେବେ “ହେ ଇସ୍ରାଏଲର ଲୋକମାନେ, ଶୁଣ! ତୁମ୍ଭେମାନେ ଆଜି ଯର୍ଦ୍ଦନ ନଦୀ ପାର ହୋଇ ଯାଉଛ, ଜାତିମାନଙ୍କୁ ତଡ଼ିଦେବା ପାଇଁ ଯାଉଅଛ ଯାହାକି ବୃହତ ଓ ତୁମ୍ଭମାନଙ୍କ ଅପେକ୍ଷା ଶକ୍ତିଶାଳୀ ଏବଂ ସେମାନଙ୍କର ବୃହତ ନଗରଗୁଡ଼ିକ ଏବଂ ସେମାନଙ୍କର ପ୍ରାଚୀରଗୁଡ଼ିକ ଆକାଶକୁ ଛୁଏଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର-ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;
Odia IRV 2017 (ଓଡିଆ ବାଇବେଲ)
ହେ ଇସ୍ରାଏଲ, ଶୁଣ ତୁମ୍ଭେ ଆପଣାଠାରୁ ଅଧିକ ପ୍ରବଳ ଓ ବଳବାନ ଗୋଷ୍ଠୀୟ ଲୋକମାନଙ୍କୁ, ଆଉ ପ୍ରାଚୀର ବେଷ୍ଟିତ ବୃହତ ଓ ଗଗନସ୍ପର୍ଶୀ ନଗରମାନଙ୍କୁ ଅଧିକାର କରିବା ପାଇଁ ଆଜି ଯର୍ଦ୍ଦନ ପାର ହୋଇ ଯାଉଅଛ;