Deuteronomy 9:10 — Compare Translations

5 translations compared side by side

Odia - 1840
"ତା'ପରେ ସଦାପ୍ରଭୁ ମାେତେ ପରମେଶ୍ବରଙ୍କ ଆଙ୍ଗକ୍ସ୍ଟଳି ଲିଖିତ ସହେି ଦକ୍ସ୍ଟଇ ପ୍ରସ୍ତର ଫଳକ ଦେଲେ। ସମସ୍ତ ବାକ୍ଯ ଯାହା ସଭାଦିନ ରେ ପର୍ବତର ଅଗ୍ନି ମଧ୍ଯରକ୍ସ୍ଟ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଲେ, ତାହାସବୁ ସଠାେରେ ଲଖିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ଵରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭ-ମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟପ୍ରମାଣେ ତହିଁରେ ଲେଖା ଯାଇଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ। ସମସ୍ତ ବାକ୍ୟ ଯାହା ସଭାଦିନରେ ପର୍ବତର ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ କହିଲେ, ତାହା ସବୁ ସେଠାରେ ଲିଖିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖାଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ସଦାପ୍ରଭୁ ମୋତେ ପରମେଶ୍ୱରଙ୍କ ଅଙ୍ଗୁଳି ଲିଖିତ ସେହି ଦୁଇ ପ୍ରସ୍ତର ଫଳକ ଦେଲେ; ପୁଣି ପର୍ବତରେ ସମାଜ-ଦିନରେ ଅଗ୍ନି ମଧ୍ୟରୁ ସଦାପ୍ରଭୁ ତୁମ୍ଭମାନଙ୍କୁ ଯାହା ଯାହା କହିଥିଲେ, ସେହି ସକଳ ବାକ୍ୟ ପ୍ରମାଣେ ତହିଁରେ ଲେଖା ଯାଇଥିଲା।