Deuteronomy 9:11 — Compare Translations
5 translations compared side by side
Odia - 1840
"ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶଷେ ରେ ସଦାପ୍ରଭୁ ସହେି ଦକ୍ସ୍ଟଇ ପ୍ରସ୍ତରଫଳକ, ଅର୍ଥାତ ନିଯମର ପ୍ରସ୍ତରଫଳକ ମାେତେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍, ନିୟମର ଫଳକ ମୋତେ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଗ୍ଭଳିଶ୍ ଦିନ ଓ ଗ୍ଭଳିଶ୍ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତରଫଳକ, ଅର୍ଥାତ ନିୟମର ପ୍ରସ୍ତରଫଳକ ମୋତେ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍, ନିୟମର ଫଳକ ମୋତେ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଚାଳିଶ ଦିନ ଓ ଚାଳିଶ ରାତ୍ରିର ଶେଷରେ ସଦାପ୍ରଭୁ ସେହି ଦୁଇ ପ୍ରସ୍ତର ଫଳକ, ଅର୍ଥାତ୍, ନିୟମର ଫଳକ ମୋତେ ଦେଲେ।